ଧରାକୋଟ: ମିନି ଷ୍ଟାଡିୟମ ଠାରେ ସାଂସଦ ଖେଳ ମହୋତ୍ସବ ଅନୁଷ୍ଠିତ
ଗଞ୍ଜାମ ଜିଲ୍ଲା ଧରାକୋଟ ସ୍ଥିତ ମିନି ଷ୍ଟାଡିୟମ ଠାରେ ସାଂସଦ ଖେଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି l ଚଳିତ ମାସ 25 ତାରିଖ ଠାରୁ 29 ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଉକ୍ତ କାର୍ଯ୍ୟକ୍ରମ ର ଉଦଘାଟନି ଉତ୍ସବ ରେ ଆସିକା ସାଂସଦ ଅନିତା ସୁଭଦର୍ଶନୀ, ସାନଖେମୁଣ୍ଡି ବିଧାୟକ ରମେଶଚନ୍ଦ୍ର ଜେନା ଙ୍କ ସମେତ ବହୁ ଅତିଥି ଯୋଗଦେଇଥିଲେ l