ନୂଆପଡା: ନୂଆପଡାରେ ଆୟୋଜିତ ହେଲା ବ୍ଲକ୍ ସ୍ତରୀୟ ଫୁଟବଲ୍ ଚାମ୍ପିଅନସିପ୍ 2026
ନୂଆପଡା ଜିଲ୍ଲା କୁଲିହାବନ୍ଧା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି ବ୍ଲକ୍ ସ୍ତରୀୟ ଫୁଟବଲ୍ ଚାମ୍ପିଅନସିପ୍ 2026। ଏଥିରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ତାରେଶ୍ୱରୀ ସାହୁଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଛନ୍ତି।