Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
भाजपा
Congress
Modi
Delhi
Viral
Jharkhand
Up
Rajasthan
Bollywood
Patna
Breakingnews
Narendramodi
Nitishkumar
Madhya_pradesh
Cm
Pmmodi
Rahulgandhi
यूपी
कानपुर
Uttarpradesh

ଦେବଗଡ: ଇନ୍ଦିରାଗାନ୍ଧୀ ଷ୍ଟାଡିୟମରେ ସର୍ବ ଭାରତୀୟ ପ୍ରଧାନପାଟ କପ୍ ଫୁଟବଲ ପ୍ରତିଯୋଗିତା ଉଦଘାଟିତ

ଦେବଗଡ଼ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମ ଠାରେ ଆଜି ପ୍ରଧାନପାଟ କ୍ଲବ ଆନୁକୂଲ୍ୟରେ ସର୍ବ ଭାରତୀୟ ପ୍ରଧାନପାଟ କପ ଫୁଟବଲ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ଉଦଘାଟନୀ ଦିବସରେ ସନ୍ଧ୍ୟା ପ୍ରାୟ 5 ପର୍ଯ୍ୟନ୍ତ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଆୟୋଜକ ପ୍ରଧାନପାଟ କ୍ଲବର ସଭାପତି ବିକାଶ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଉଦଘାଟନୀ ଉତ୍ସବରେ ମୂଖ୍ୟ ଅତିଥି ଭାବେ ପୁଲିସ ଡିଏସପି ଅମୁଲ୍ୟ ପୁନମ ଲାକ୍ରା ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଉଦଘାଟନ କରିଥିଲେ ।

MORE NEWS

ଦେବଗଡ: ଇନ୍ଦିରାଗାନ୍ଧୀ ଷ୍ଟାଡିୟମରେ ସର୍ବ ଭାରତୀୟ ପ୍ରଧାନପାଟ କପ୍ ଫୁଟବଲ ପ୍ରତିଯୋଗିତା ଉଦଘାଟିତ - Debagarh News