ଜିଲ୍ଲା କୋର୍ଟରେ ବଳାତ୍କାର ମାମଲାର ଅଭିଯୁକ୍ତଙ୍କୁ ନିର୍ଦୋଷରେ ଖଲାସ କଲେ ଜିଲ୍ଲା ଓ ଦୌରାଜଜ ନବରଙ୍ଗପୁର ଜିଲ୍ଲା ଓ ଦୌରା ଜଜ ମାନ୍ୟବର ବିଚାରପତି ସୁବ୍ରତ ମହାନ୍ତି ଏକ ବଳତ୍କାର ମାମଲାର ବିଚାର କରି ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ଅଭାବରୁ ଅଭିଯୁକ୍ତ ଚୈତନ ଗୌଡ଼ କୁ ନିର୍ଦୋଷରେ ଖଲାସ କରିଛନ୍ତି । ପାପଡାହାଣ୍ଡି ଥାନା ଅନ୍ତର୍ଗତ ବାଙ୍କ ସରଗି ଗ୍ରାମର ପୀଡିତା ଗତ 25/05/2025 ତାରିଖ ଦିନ ପାପଡାହାଣ୍ଡି ଥାନାରେ କେସ ନମ୍ବର 104/25 ପ୍ରକାରେ ଏକ ଲିଖିତ ଅଭିଯୋଗ କରିଥିଲେ