ଝାରସୁଗୁଡ଼ା ଠାରେ ଭାରତ ସରକାରଙ୍କ ଡିପାର୍ଟମେଣ୍ଟ ଅଫ୍ ଫାଇନାନ୍ସିଆଲ ସର୍ଭିସ ତରଫରୁ ଆରବିଆଇ ଓ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ସହଯୋଗରେ 'ଆପଣଙ୍କ ପୁଞ୍ଜି, ଆପଣଙ୍କ ଅଧିକାର' କାର୍ଯ୍ୟକ୍ରମ ଆଜି ସକାଳ ଏଗାରଟା ସମୟରେ ଅନୁଷ୍ଠିତ ହୋଇଯାଇଛି । ଆର୍ଥିକ କ୍ଷେତ୍ରରେ ଦାବି କରାଯାଉ ନଥିବା ସଞ୍ଚିତ ଧନ ଓ ଶୀଘ୍ର ବିନିଯୋଗକୁ ସହଜ ଓ ସରଳ କରିବା ପାଇଁ ଏହି ଅଭିଯାନ ଆରମ୍ଭ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବ୍ରଜବନ୍ଧୁ ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ। ଅନ୍ୟାନ୍ୟ ଅତିଥୀଙ୍କ ସମେତ ସମସ୍ତ ବ୍ୟାଙ୍କ ଅଧିକାରୀ, ଗ୍ରାହକ ଓ ହିତାଧିକାରୀ ମାନେ