ପାରଳାଖେମୁଣ୍ଡି: ବୃନ୍ଦାବନ ପ୍ୟାଲେସ ଠାରେ ଏକ ପେଡ ମାଆ କେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ
ବୃନ୍ଦାବନ ପ୍ୟାଲେସ ଠାରେ ଏକ ପେଡ ମାଆ କେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ବୃନ୍ଦାବନ ପ୍ୟାଲେସ ଠାରେ ଏକ ପେଡ ମାଆ କେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ୭୫ ତମ ଜନ୍ମ ଦିନ ପାଳନ ପୂର୍ବକ ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ମାନ୍ୟବର ବିଦ୍ୟାଳୟ ଏବଂ ଗଣଶିକ୍ଷା, ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ଏବଂ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ବ୍ୟକ୍ତି ସଶକ୍ତିକରଣ ଓଡ଼ିଶା ମନ୍ତ୍ରୀ ଶ୍ର