ସଦର: ଆସନ୍ତାକାଲି ପାଇଁ ଜିଲ୍ଲାକୁ ଝଡବର୍ଷା, ବଜ୍ରପାତ ଓ ଅତି ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କଳାହାଣ୍ଡି ଜିଲ୍ଲାକୁ ଝଡବର୍ଷା,ବଜ୍ରପାତ, ଝଡ଼ତୋଫାନ ଏବଂ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏନେଇ ଆଜି ଅପରାହ୍ନ ଗୁଟେ ସମୟରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାକୁ ଆସନ୍ତାକାଲି ପାଇଁ ୟେଲୋ ୟାର୍ଣ୍ଣି ଜାରୀ କରାଯିବା ସହିତ ଝଡବର୍ଷା,ବଜ୍ରପାତ, ଝଡ଼ତୋଫାନ ଏବଂ ପ୍ରବଳରୁ ଅତି ପ୍ରବଳ ବର୍ଷା ର ଚେତାବନୀ ଜାରୀ କରାଯାଇଛି