ଅନୁଗୋଳ ଜିଲ୍ଲା ଆଠମଲ୍ଲିକ କିଶୋରନଗର ଠାରେ ଆୟୋଜିତ ‘ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା-୨୦୨୫’ରେ ଯୋଗଦେଲେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା l ମୁଖ୍ୟ ଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଠମଲ୍ଲିକ ବିଧାୟକ ନଳିନୀକାନ୍ତ ପ୍ରଧାନ,ପାଳଲହଡା ବିଧାୟକ ଅଶୋକ ମହାନ୍ତି , ପୂର୍ବତନ ମନ୍ତ୍ରୀ ସଂଜୀବ କୁମାର ସାହୁ ଓ ଆଠମଲ୍ଲିକର ପୂର୍ବତନ ବିଧାୟକ ରମେଶ ସାଏ ପ୍ରମୁଖ ଯୋଗଦେଇଥିଲେ l ଏହି ଅବସରରେ ଅଞ୍ଚଳର ପ୍ରଗତି ପାଇଁ ୧୧୮ କୋଟି ଟଙ୍କା ମୂଲ୍ୟର ୩୬ଟି ନୂତନ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ୩୧ କୋଟି ଟଙ୍କାର ୨୨ଟି ପ୍ରକଳ୍ପ ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍