Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ବାରିପଦା ମ୍ୟୁନିସିପାଲଟି: ଜିଲ୍ଳା ପରିଷଦ ସମ୍ମିଳନୀ କକ୍ଷରେ ଅଙ୍ଗୀକାର ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ, ମନ୍ତ୍ରୀଙ୍କ ଯୋଗଦାନ

Baripada M, Mayurbhanj | Sep 17, 2025
ବୁଧବାର ଅପରାହ୍ନ ପ୍ରାୟ ୫ଟାରେ ବାରିପଦାର ଜିଲ୍ଳା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ମୟୂରଭଞ୍ଜ ଆନୁକୁଲ୍ୟରେ ଅଙ୍ଗୀକାର ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗଦାନ କରିଥିବା ବେଳେ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଧର୍ମାନନ୍ଦ ବେହେରା ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

MORE NEWS