କୋରାପୁଟ ପୌର ପରିଷଦର ୱାର୍ଡ଼ ନଂ ୩ରେ ହେବାକୁ ଥିବା ଉନ୍ନୟନମୂଳକ କାର୍ଯ୍ୟ ନେଇ ଆଜି ରାତି ୮ଟା ସମୟରେ ସ୍ଥିତି ଅନୁଧ୍ୟାନ କଲେ ମୁନସିପାଲଟି ଚେୟାରମେନ ଲଲାଟ ରଞ୍ଜନ ସେଠୀ। ବିଭିନ୍ନ ସ୍ଥାନ ପରିଦର୍ଶନ କରିବା ସହ ଆସନ୍ତା ଦିନରେ ହେବାକୁ ଥିବା ଉନ୍ନୟନମୂଳକ କାର୍ଯ୍ୟ ନେଇ ସ୍ଥିତି ଅନୁଧ୍ୟାନ କରିବା ସହ ଆଲୋଚନା କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ମୁନସିପାଲଟି ନିର୍ବାହୀ ଅଧିକାରୀ ଜ୍ଞାନଜୀତ ତ୍ରିପାଠୀ, ନିର୍ବାହୀ ଯନ୍ତ୍ରୀ ମନୋଜ ପାତ୍ର,