ସୋନପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ସୁବଳୟା ଥାନାରେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ
ସୂଚନା ଅନୁସାରେ ଆଜି ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ 75 ତମ ଜନ୍ମଦିନ ପାଳନ ଅବସରରେ, ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ପରିସରରେ ମାଁ ପାଇଁ ଗଛ ଟିଏ କାର୍ଯ୍ୟମ ପୂର୍ବାହ୍ନ 11 ଘଣ୍ଟା ସମୟରେ ଅନୁଷ୍ଠିତ ହୋଇଯାଇଛି l ସୁବଳୟା ଥାନା ଅଧିକାରୀ ଶ୍ରୀଯୁକ୍ତ ସୁଶାନ୍ତ କୁମାର ପଧାନଙ୍କ ପ୍ରତ୍ୟକ୍ଷ୍ୟ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସହକାରୀ ବନ ସଂରକ୍ଷକ ଶ୍ରୀଯୁକ୍ତ ଅଭିନାଶ ବରିହା ଯୋଗଦାନ ପୂର୍ବକ ବୃକ୍ଷ ରୋପଣ କାର୍ଯ୍ୟର ସିଭାରମ