ଜି ଉଦୟଗିରି: କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଭାଜପାର ସେବାପକ୍ଷ କାର୍ଯ୍ୟକ୍ରମ ଅନୁଷ୍ଠିତ, ବିଭିର୍ନ ଦଳ ଛାଡି ବିଜେପି ରେ ଯୋଗ ଦେଲେ
କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଭାଜପାର ସେବାପକ୍ଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଉଭୟକେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଲୋକଙ୍କ ନିକଟରେ କିଭଳି ପହଞ୍ଚିବ ଓ ବିଭିନ୍ନ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଇଥିଲ।ମହିଳାଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସୁଭଦ୍ରା ଯୋଜନା ହେଉ କି ସ୍ବାସ୍ଥ୍ୟ ପାଇଁ ଆୟୁଷ୍ମାନ ଯୋଜନା ସେହିପରି କୃଷକଙ୍କ ପାଇଁ ବିଭିନ୍ନ ଯୋଜନା ସରକାର କରିଛନ୍ତି କୃଷି, ସ୍ବାସ୍ଥ୍ୟ, ଶିକ୍ଷା ଆଦି ଅନେକ ଯୋଜନା ରହିଛି।