ଆଜି ଆଦର୍ଶ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ସୋନପୁର ଲଲୁ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବରେ ଓଡ଼ିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଶାଖା ସଭାପତି ମନୋରଞ୍ଜନ ତ୍ରିପାଠୀ ଓ ଶାରୀରିକ ଶିକ୍ଷକ ତଥା ସାମ୍ବାଦିକ ଶ୍ରୀଯୁକ୍ତ ସଞ୍ଜୟ କୁମାର ସାହୁ ଯୋଗଦେଇ କ୍ରୀଡା ଜୀବନକୁ କିପରି ପ୍ରଭାବିତ ଓ ପରିବର୍ତ୍ତନ କରେ ତା ଉପରେ ବକ୍ତବ୍ୟ ଦେଇଥିଲେ |ପ୍ରଧାନ ଶିକ୍ଷକ ବ୍ରତାନନ୍ଦ ଭୋଇ ଅତିଥି ପରିଚୟ ଓ ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ଶିକ୍ଷୟି