: ଉଲୁଣ୍ଡା ଥାନା ଅନ୍ତର୍ଗତ ଝାରବାହାଲି ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର 8ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ଅଧ୍ୟକ୍ଷ ସୁନୀଲ ପଣ୍ଡାଙ୍କ ସଭାପତିତ୍ବରେ ଆୟୋଜିତ ଉଦ୍ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର ଯୋଗଦେଇ ଦୀପ ପ୍ରଜ୍ବଳନ ପୂର୍ବକ ଉତ୍ସବର ଉଦ୍ଘାଟନ କରିଥିଲେ l ସମ୍ମାନିତ ଅତିଥି ଭାବରେ ବିଇଓ ଅଜୟ ଲୁହା, ସୋନପୁର ଓଏଭିର ଅଧ୍ୟକ୍ଷ ଅରୁଣ ମହାକୁର, ସାମାଜିକ କର୍ମୀ କୃତିବାସ ମିଶ୍ର ଯୋଗଦେଇ ମଂଚାସିନ ହୋଇଥିଲେ l ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ