ନୂଆପଡା: ନୂଆପଡ଼ା ଗସ୍ତରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଳିଙ୍ଗ: ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦାନ
ନୂଆପଡ଼ା ବ୍ଲକ ସମ୍ମିଳନୀ କକ୍ଷରେ ଆୟୋଜିତ ରାଷ୍ଟ୍ରୀୟ ଚିନ୍ତନ ସମ୍ବାଦ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଳିଙ୍ଗ। ଏହି ସମ୍ମିଳନୀରେ ସ୍ଥାନୀୟ ବିଧାୟକ ଓ ବିଭିନ୍ନ ଜନପ୍ରତିନିଧି ଉପସ୍ଥିତ ଥିଲେ।