କଟକ ପୌରାଞ୍ଚଳ: କଟକରେ ଶାନ୍ତିଶୃଙ୍ଖଳାର ସହ ଚାଲିଛି ମା’ଙ୍କ ଭସାଣୀ ଉତ୍ସବ
କଟକ ସହରରେ ମା’ ଦୁର୍ଗାଙ୍କ ଭସାଣୀ ଉତ୍ସବ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହେଉଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭକ୍ତ ଓ ଶ୍ରଦ୍ଧାଳୁମାନେ ଭସାଣୀ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି। #Cuttack #DurgaPuja #OdishaNews #Immersion