ବାରିପଦା ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପସିଲା କଂଗ୍ରେସ, ପୋଲିସ ଓ କର୍ମୀଙ୍କ ମଧ୍ୟରେ ଉତ୍ତେଜନା ପରିସ୍ଥିତି
Baripada M, Mayurbhanj | Jul 17, 2025
ଗୁରୁବାର ସାରା ରାଜ୍ୟରେ ୧୨ ଘଣ୍ଟିଆ ବନ୍ଦ ଡାକରା କଂଗ୍ରେସ ଦଳ ତରଫରୁ ଦିଆଯାଇଥିବା ବେଳେ ଦିନ ପ୍ରାୟ ୧୦.୩୦ ଟାରେ ମୟୂରଭଞ୍ଜ ଜିଲ୍ଲାପାଳଙ୍କ...