ଭଟଲି: ବାଉଲସିଂହା ସରକାରୀ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଅଵସର କାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
ବାଉଲସିଂହା ସରକାରୀ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଅଵସର କାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତଭଟଲି ବ୍ଳକ ଅନ୍ତର୍ଗତ ବାଉଲସିଂହା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆଜି ରବିବାର ଦିନ ୧୧ଟାରେ ଚଡେଇଗାଁ ଆଞ୍ଚଳିକ ସାଧନ କେନ୍ଦ୍ର ପକ୍ଷରୁ କ୍ଲଷ୍ଟର ସ୍ତରୀୟ ଅଵସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲୀପ ବାଗ ଙ୍କ ଅଵସର କାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁଶାନ୍ତ ସା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଚଡେଇଗାଁ କ୍ଲଷ୍ଟର ର ସିଆରସିସି ରୋହିତ ମହାନନ୍ଦ, ଅଵସରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲୀପ ବାଗ ପ୍ରମୁଖ ମଞ୍ଚାସିନ ଥିଲେ।