କଟକ ପୌରାଞ୍ଚଳ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟକୁ ନେଇ ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଛାତ୍ର ବିଜେଡ଼ି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ
ରେଭେନ୍ସା ବିଶ୍ଵବିଦ୍ୟାଳୟ ରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସୋମବାର ଅପରାହ୍ନ ରେ ବିଜେଡ଼ି ଛାତ୍ର ନେତା ମାନେ ବିଶ୍ଵବିଦ୍ୟାଳୟ ମୁଖ୍ୟ ଫାଟକ ନିକଟ ରେ ପ୍ରତିବାଦ କରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ କୁଶ ପୁତ୍ତଳିକା ଦାହ କରିଛନ୍ତି । ତୁରନ୍ତ ରେଭେନ୍ସା ବିଶ୍ଵବିଦ୍ୟାଳୟ ନାମ ପରିବର୍ତ୍ତନ କୁ ନେଇ କେନ୍ଦ୍ର ମନ୍ତ୍ରୀ ଦେଇଥିବା ମନ୍ତବ୍ୟ କୁ ଫେରସ୍ତ ସହ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ଦାବି ହୋଇଛି । ଏଥି ସହ