ପରଜଙ୍ଗ: ବାରିହାପୂର ଗାଁ ନିକଟରେ ବାଇକ୍ ଦୁର୍ଘଟଣା ଜଣେ ଆହତ
ବାରିହାପୂର ଗାଁ ନିକଟରେ ବାଇକ୍ ଦୁର୍ଘଟଣା ଜଣେ ଆହତ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ବାରିହାପୁର ନିକଟରେ ବୁଧବାର ସନ୍ଧ୍ୟା ୬ଟାରେ ବାଇକ୍ ଦୁର୍ଘଟଣା ଜଣେ ଆହତ। ସୁଚନା ଅନୁଯାୟୀ ବାଇକ୍ ଆରୋହି ଜଣକ କାମାକ୍ଷାନଗରରୁ ତାଳଚେର ଯାଉଥିବା ବେଳେ ବାରିହାପୂର୍ ନିକଟରେ ଭାରସାମ୍ୟ ହରାଇ ବାଇକ୍ ରୁ ଖସି ପଡ଼ିଥିଲେ।ସ୍ଥାନୀୟ ଲୋକେ ମାନେ ଉଦ୍ଧାର କରି ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରିଛନ୍ତି। ବାଇକ ଆରୋହୀ ଜଣକ ତାଳଚେର ଅଞ୍ଚଳର ବୋଲି ଜଣାପଡିଛି