ଭଞ୍ଜନଗର: ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗରୁଡ଼ୁଗାଁରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଘର ପୋଡି ପାଉଁଶ ହୋଇଯାଇଛି ।
ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗରୁଡ଼ୁଗାଁରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଘର ପୋଡି ପାଉଁଶ ହୋଇଯାଇଛି । ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ପୋଡିଯାଇଛି। ଖବରପାଇ ଭଞ୍ଜନଗର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଘଟଣାଟି ଗତ ମଧ୍ଯରାତ୍ର 2 ଘଣ୍ଟ ସମୟରେ ଘଟିଥିବା ଜଣାପଡିଛି ।