ଜୁଜୁମୁରା: ଯୁଯୁମୁରା ମିଶନ ଶକ୍ତି ସଭା ଗୃହରେ ସମନ୍ବିତ ଶିଶୁ ବିକାଶ ଯୋଜନା ପକ୍ଷରୁ ବ୍ଳକ ସ୍ତରୀୟ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଯୁଯୁମୁରା ମିଶନ ଶକ୍ତି ସଭା ଗୃହ ଠାରେ ସମନ୍ବିତ ଶିଶୁ ବିକାଶ ଯୋଜନା ପକ୍ଷରୁ ବ୍ଳକ ସ୍ତରୀୟ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ସମ୍ବଲପୁର ଜିଲ୍ଲା ଜୁଜୁମୁରା ବ୍ଳକ କାର୍ଯ୍ୟାଳୟ ଠାରେ ଶୁକ୍ରବାର ସକାଳେ ବ୍ଲକ ସ୍ତରୀୟ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଂଯୁକ୍ତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।