ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଳକ ଅନ୍ତର୍ଗତ ଜାରକା ଉଚ୍ଚବିଦ୍ୟାଳୟ ସଂସ୍କୃତ ଶିକ୍ଷକ ସୁଦୀପ୍ତ ମହାନ୍ତିଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଯୋଗଦେଇଥିବା ଦେଖିବାକୁ ମିଳିଥିଲା । ସୂଚନା ମୁତାବକ ଜାରକା ଉଚ୍ଚବିଦ୍ୟାଳୟ ସଂସ୍କୃତ ଶିକ୍ଷକ ସୁଦୀପ୍ତ ମହାନ୍ତିଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଯୋଗଦେଇ ସମସ୍ତଙ୍କୁ ଉତ୍ସାହିତ କରିଥିବା ରବିବାର ଦିବା 2 ଘଟିକା ସମୟରେ ଦେଖିବାକୁ ମିଳିଛି ।