Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

କଟକ ପୌରାଞ୍ଚଳ: ସିଶୋର ପଠାରୁ ବ୍ରାଉନ ସୁଗାର ସହ ୩ ଜଣଙ୍କୁ ଗିରଫ କରିଛି ମଙ୍ଗଳାବାଗ ଥାନା ପୋଲିସ

କଟକ ସିଶୋର ପଠାରୁ ବ୍ରାଉନ ସୁଗାର ସହ ୩ ଜଣଙ୍କୁ ଗିରଫ କରିଛି ମଙ୍ଗଳାବାଗ ଥାନା ପୋଲିସ। ଗିରଫ ବ୍ରାଉନ ସୁଗାର ବେପାରୀ ହେଲେ ଶେଖ ମିରାଜ, ଶେଖ ଆଦିଲ ଓ ଶେଖ ଶକିଲ। ଏ ନେଇ ବୁଧବାର ରାତି ୧୦.୩୦ ମିନିଟ ସମୟରେ ସୂଚନା ଦେଇଛନ୍ତି ଥାନା ଅଧିକାରୀ। ସମସ୍ତ ଅଭିଯୁକ୍ତଙ୍କୁ ଆଜି ସନ୍ଧ୍ୟା ୭ ଟା ସମୟରେ କୋର୍ଟ ଚାଲାଣ କରାଯାଇଛି। ସେମାନଙ୍କ ନିକଟରୁ ୨୪.୪୭ ଗ୍ରାମର ବ୍ରାଉନ ସୁଗାର ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ଅଢେଇ ଲକ୍ଷ ଟଙ୍କା ହେବ।

MORE NEWS