Public App Logo
Jansamasya
News
पुलिस
Bjp
National
Police
Bihar
India
जनसमस्या
चुनाव
बीजेपी
भाजपा
Congress
Modi
Delhi
Viral
Up
Iyc
Bollywood
Patna
Breakingnews
महिला
Narendramodi
Nitishkumar
Madhya_pradesh
Mp
Madhyapradesh
Ahmedabad
Pmmodi
Rahulgandhi

ଛେଣ୍ଡିପଦା: ଥାନା ଛକ ଠାରେ ଆମ୍ବେଦକର ଫାଉଣ୍ଡେସନ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ, ଯୋଗଦେଲେ ଛେଣ୍ଡିପଦା ବିଧାୟକ

Chhendipada, Angul | Aug 15, 2025
ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ଛକ ଠାରେ ଆମ୍ୱେଦକର ଫାଉଣ୍ଡେସନ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ଯୋଗ ଦେଇ ଆମ୍ବେକାରଙ୍କ ପ୍ରତିମୂର୍ତ୍ତୀ ରେ ପୁଷ୍ପମାଲ୍ୟ ଅର୍ପଣ କାରି ବିଭିନ୍ନ ସ୍ଲୋଗାନ ଦେଇ ଆମ୍ବେଦକରଙ୍କ ଗୁଣଗାଣ କରିଥିଲେ l