ମାଲକାନଗିରି: ଆସନ୍ତା ୨୫ ରୁ ମାଲକାନଗିରି ଜିଲ୍ଲାରେ ବିଜୁଳି ଘଡଘଡି ସମ୍ଭାବନାକୁ ନେଇ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
Malkangiri, Malkangiri | Aug 23, 2025
ଆସନ୍ତା ୨୫ ଓ ୨୬ ତାରିଖରେ ମାଲକାନଗିରି ଜିଲ୍ଲାରେ ଘଡଘଡି ବିଜୁଳି ସମ୍ଭାବନା ରହିଛି। ଏନେଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ...