ଧର୍ମଗଡ ବିଜୁ କଲ୍ୟାଣ ମଣ୍ଡପ ଠାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା -୨୦୨୫ ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ସଦାଶିବ ନାୟକ ଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ ବ୍ଲକ ଅଧ୍ୟକ୍ଷ ସୁଧୀର ରଞ୍ଜନ ପଟ୍ଟଯୋଶୀ, ମୁଖ୍ୟ ବକ୍ତା ଭାବେ ଜିଲ୍ଲା ପ୍ରାଣୀ ସମ୍ପଦ ଅଧିକାରୀ ନିରୋଦ ଚନ୍ଦ୍ର କହଁର ଯୋଗଦାନ କରିଥିଲେ।