Public App Logo
Jansamasya
News
���ुलिस
Bjp
National
Bihar
���ीजेपी
Uttar_pradesh
Congress
Modi
Delhi
Viral
Jharkhand
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
���प
Agra
No video available

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଶଙ୍ଖ ଭବନରେ ସ୍ବର୍ଗତଃ ବିଜୟ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳିର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ଷାଠିଏ ବର୍ଷ ବୟସ ହୋଇଥିଲା। ସେ ୨୦୦୯ ଓ ୨୦୧୪ରେ ସେ ଭୁବନେଶ୍ୱର ମଧ୍ୟ ଆସନରୁ ବିଜେଡିରୁ ଜିତିଥିଲେ। ତାଙ୍କ ବିୟୋଗରେ ବିରୋଧୀ ଦଳର ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।ଶଙ୍ଖ ଭବନରେ ବିଜୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ସେ କହିଛନ୍ତି ଯେ, 'ପୂର୍ବତନ ବିଧାୟକ ତଥା ଦଳର ବରିଷ୍ଠ ନେତା ବିଜୟ କୁମାର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।