ଲଖନପୁର: ଝାରସୁଗୁଡ଼ାରେ ନିର୍ମାଣ ହେବ 6ଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ
ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ 6ଟି ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହି ବିଦ୍ୟାଳୟଗୁଡ଼ିକ ଦ୍ୱାରା ଛାତ୍ରଛାତ୍ରୀମାନେ ଗୁଣାତ୍ମକ ଓ ଆଧୁନିକ ଶିକ୍ଷା ପାଇପାରିବେ।