କେନ୍ଦୁଝର ସହର: ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଆସନ୍ତାକାଲି ସକାଳ ୮.୩୦ ମିନିଟ୍ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି
Kendujhar Town, Kendujhar | Aug 30, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କେନ୍ଦୁଝର ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।...