Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana

ରାୟଗଡା: ରାୟଗଡ଼ ବ୍ଳକ ସଦଭାବନା ଗୃହରେ ଯକ୍ଷ୍ମାମୁକ୍ତ ଗ୍ରାମ ପଞ୍ଚାୟତ ନିମନ୍ତେ ସଚେତନତା ତାଲିମ ଅନୁଷ୍ଠିତ

Rayagada, Rayagada | Sep 16, 2025
ରାୟଗଡ଼ ବ୍ଳକ ସଦଭାବନା ଗୃହରେ ଯକ୍ଷ୍ମାମୁକ୍ତ ଗ୍ରାମ ପଞ୍ଚାୟତ ନିମନ୍ତେ ସଚେତନତା ତାଲିମ ଅନୁଷ୍ଠିତ ହୋଇଯାଇଛି।  ଅଧ୍ୟକ୍ଷା ସୁଶ୍ରୀ ଟୁନି  ହୁଇକା ଏହାର ଉଦଘାଟନ କରିଥିଲେ। ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ କାଳୁ ଚରଣ ନାୟକ ଉଦ୍ଦେଶ୍ଯ ଜ୍ଞାପନ କରିବା ସହ ସୁସ୍ଥ ଗ୍ରାମ ପଞ୍ଚାୟତ ଗଠନରେ ଏହାର ଭୂମିକା ବିଷୟରେ କହିଥିଲେ । ପି ଏ  ଗୋପାଳ ପଣ୍ଡା, ବିଭାଗୀୟ ଅଧିକାରୀ ରାଜକିଶୋର ଦାସ ପ୍ରମୁଖ ମଞ୍ଚାସୀନ ଥିଲେ। ଜନସ୍ବାସ୍ଥ୍ୟ ବିଭାଗର ଯକ୍ଷ୍ମା ବିଭାଗ ବୈଷୟିକ ସୁପରଭାଇଜର, ଗୋଷ୍ଠୀ , ଶିଶୁ ବିକାଶ ବିଭାଗର ସୁପରଭାଇଜର ଯୋସଦା ବିଭୋର ଓ ବରିଷ୍ଠ ଶିକ୍ଷକ ଉପସ୍ଥିତ ଥିଲେ