ରାୟଗଡା: ଭାଗୀରଥି ମାଣ୍ଡାଙ୍ଗି ହତ୍ୟା ମାମଲା: କୋର୍ଟରେ ଆତ୍ମସମର୍ପଣ କରିପାରନ୍ତି ଭାସ୍କର ରାଓ
ପୂର୍ବତନ ରାଜ୍ୟସଭା ସାଂସଦ ଭାସ୍କର ରାଓଙ୍କ ପାଇଁ ବଢ଼ିଲା ଅଡ଼ୁଆ। ସ୍ୱର୍ଗତ ଭାଗୀରଥି ମାଣ୍ଡାଙ୍ଗି ହତ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଆଜି ରାୟଗଡ଼ା ଏସଡିଜେଏମ କୋର୍ଟରେ ଆତ୍ମସମର୍ପଣ କରିପାରନ୍ତି ଭାସ୍କର ରାଓ।