Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर

ବୌଦ୍ଧ ସଦର: ତାଳପଦର୍ UP ସ୍କୁଲ ପରିସରରେ ଶିଶୁ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

ବୌଦ୍ଧ ବ୍ଲକ ଖଲିଆପାଲି ଗ୍ରାମ ପଞ୍ଚାଯତ ଅନ୍ତର୍ଗତ ତାଳପଦର୍ UP ସ୍କୁଲ ପରିସରରେ ଶନିବାର ଜିଲ୍ଳାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ycda ଓ ବାଉଁଶୁଣୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଶିଶୁ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି

MORE NEWS

ବୌଦ୍ଧରେ ବିଜେପି ଯୁବ ମୋର୍ଚ୍ଚାର କ୍ୟାଣ୍ଡେଲ ମାର୍ଚ୍ଚ
​ବୌଦ୍ଧ: 'ବନ୍ଦେ ମାତରମ୍' ପ୍ରତି କଂଗ୍ରେସର ଅସମ୍ମାନ ଅଭିଯୋଗରେ ବୌଦ୍ଧ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଗାନ୍ଧୀ ଛକରେ ପ୍ରତିବାଦ ଶୋଭାଯାତ୍ରା ଓ କ୍ୟାଣ୍ଡେଲ ମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି।
​ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ମଣ୍ଟୁ ସାହୁଙ୍କ ନେତୃତ୍ୱ ଓ ଜିଲ୍ଲା ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ଉପସ୍ଥିତିରେ ଶତାଧିକ କାର୍ଯ୍ୟକର୍ତ୍ତା କ୍ୟାଣ୍ଡେଲ୍ ଓ ପ୍ଲାକାର୍ଡ ଧରି କଂଗ୍ରେସ ବିରୋଧରେ ଜୋରଦାର ନାରାବାଜି କରିଥିଲେ।
​#Boudh #BJP #CandleMarch #VandeMataram #OdishaPolitics

ବୌଦ୍ଧରେ ବିଜେପି ଯୁବ ମୋର୍ଚ୍ଚାର କ୍ୟାଣ୍ଡେଲ ମାର୍ଚ୍ଚ ​ବୌଦ୍ଧ: 'ବନ୍ଦେ ମାତରମ୍' ପ୍ରତି କଂଗ୍ରେସର ଅସମ୍ମାନ ଅଭିଯୋଗରେ ବୌଦ୍ଧ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଗାନ୍ଧୀ ଛକରେ ପ୍ରତିବାଦ ଶୋଭାଯାତ୍ରା ଓ କ୍ୟାଣ୍ଡେଲ ମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି। ​ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ମଣ୍ଟୁ ସାହୁଙ୍କ ନେତୃତ୍ୱ ଓ ଜିଲ୍ଲା ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ଉପସ୍ଥିତିରେ ଶତାଧିକ କାର୍ଯ୍ୟକର୍ତ୍ତା କ୍ୟାଣ୍ଡେଲ୍ ଓ ପ୍ଲାକାର୍ଡ ଧରି କଂଗ୍ରେସ ବିରୋଧରେ ଜୋରଦାର ନାରାବାଜି କରିଥିଲେ। ​#Boudh #BJP #CandleMarch #VandeMataram #OdishaPolitics

Baudh Sadar, Boudh (Bauda) | Aug 16, 2026

ବୌଦ୍ଧ ଜିଲ୍ଲା ଭାରତୀୟ ଜନତା ପାର୍ଟି (ବିଜେପି) କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ଶ୍ରୀ ଅଟଳବିହାରୀ ବାଜପେୟୀଙ୍କ ତିରୋଧାନ ଦିବସ ଅବସରରେ ଗଭୀର ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଯାଇଛି
​#Boudh #BoudhNews #BJP #AtalBihariVajpayee #TirodhanaDivas #odishanewstoday

ବୌଦ୍ଧ ଜିଲ୍ଲା ଭାରତୀୟ ଜନତା ପାର୍ଟି (ବିଜେପି) କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ଶ୍ରୀ ଅଟଳବିହାରୀ ବାଜପେୟୀଙ୍କ ତିରୋଧାନ ଦିବସ ଅବସରରେ ଗଭୀର ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଯାଇଛି ​#Boudh #BoudhNews #BJP #AtalBihariVajpayee #TirodhanaDivas #odishanewstoday

Baudh Sadar, Boudh (Bauda) | Aug 16, 2026

ବୌଦ୍ଧ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଅଟଳବିହାରୀ ବାଜପେୟୀଙ୍କ ତିରୋଧାନ ଦିବସ ପାଳିତ

#Baudh #BJYM #Protest #VandeMataram #BJPBaudh #OdishaNews #CandleMarch

ବୌଦ୍ଧ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଅଟଳବିହାରୀ ବାଜପେୟୀଙ୍କ ତିରୋଧାନ ଦିବସ ପାଳିତ #Baudh #BJYM #Protest #VandeMataram #BJPBaudh #OdishaNews #CandleMarch

Baudh Sadar, Boudh (Bauda) | Aug 16, 2026

ବୌଦ୍ଧ ସଦର: ତାଳପଦର୍ UP ସ୍କୁଲ ପରିସରରେ ଶିଶୁ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ - Baudh Sadar News