ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର KSUB କଲେଜ ରେ ପ୍ରେରଣା 2025 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାର ଖବର ମିଳିଛି ।
ଗଞ୍ଜାମ ଜିଲ୍ଲା ଭଞ୍ଜନଗର KSUB କଲେଜ ରେ ପ୍ରେରଣା 2025 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାର ଖବର ମିଳିଛି । ଏହା ଆଜି ଦିନ 10 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବାର ଖବର ମିଳିଥିବା ବେଳେ କାର୍ଯ୍ୟକ୍ରମ ଟି କଲେଜ ର ଅଧ୍ୟକ୍ଷଙ୍କ ପରିଚାଳନାରେ ଅନୁଷ୍ଠିତ ହୋଇଯାଇଛି । କଲେଜ ର ସମସ୍ତ ଛାତ୍ରୀ ମାନଙ୍କୁ ପ୍ରେରଣା ପତ୍ର ପ୍ରଦାନ କରାଯାଇଥିବା ଜଣାପଡିଛି ।