ଝାରସୁଗୁଡ଼ା ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରା ୨-୩ ଡିଗ୍ରୀ ହ୍ରାସ ପାଇବ। କୁହୁଡ଼ି ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।