କୋଟପାଡ: ଦଶମନ୍ତପୁର ପଂଚାୟତ କାର୍ଯ୍ୟାଳୟ ଠାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ଅବସରରେ ଶପଥ ପଠନ l
ଦଶମନ୍ତପୁର ପଂଚାୟତ କାର୍ଯ୍ୟାଳୟ ଠାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ଅବସରରେ ଶପଥ ପଠନ l ବୈପାରୀଗୁଡା ବ୍ଲକ ଅନ୍ତର୍ଗତ ଦଶମନ୍ତପୁର ପଂଚାୟତ କାର୍ଯ୍ୟାଳୟ ପରିସରରେ ଆଜି. ଅପରାହ୍ନ ୨ ଟା ସମୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି l ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି l ଅକ୍ଟୋବର ୨୭ ତାରିଖ ଠାରୁ ୩ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ପାଳନ କରାଯାଉଛି ।ଚଳିତ ବର୍ଷର ବାର୍ତ୍ତା ହେଉଛି “ ଦୁର୍ନୀତି ନିବାରଣ: ଆମ ସାମୁହିକ ଦାୟିତ୍ବ”।