ଶନିବାର ଦିନ ପ୍ରାୟ ୧୨ ଟାରେ ମୟୂରଭଞ୍ଜ ଜିଲ୍ଳା ବାଙ୍ଗିରିପୋଷି ବ୍ଲକର ଭୁଆସୁଣୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ ପୁରୁଷୋତ୍ତମପୁର ଛକ ଠାରେ ସ୍ଵାଧୀନତା ସଂଗ୍ରାମୀ ସହିଦ୍ ବୀର ଶିଦ କାହ୍ନୁ ଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତେବେ ଏହି ଅବସରରେ ସେଠାରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗ ଦେଇଥିଲେ।