ଗଂଜାମ ଜିଲ୍ଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବିଜୁ ପଟ୍ଟନାୟକ ମହିଳା ସ୍ନାତକ ମହାବିଦ୍ୟାଳୟରେ ପରିବେଶ ସୁରକ୍ଷା ଏବଂ ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଉପରେ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଅ।ଜି ଦିନ 11 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଯାଇଥିବାର ଖବର ମିଳିଥିବା ବେଳେ ବହୁ ବରିଷ୍ଠ ବ୍ୟକ୍ତି ବିଶେଷ ମାନେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ସଚେତନତା କରାଇଥିଲେ ।