ପୋଲସରା: ଡାକ ବଙ୍ଗଳା ଓ ବୁଗୁଡ଼ା ବଳଦେବଜୀଉ ମଣ୍ଡପ ରେ କଂଗ୍ରେସ ପକ୍ଷରୁ ସଂଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Polasara, Ganjam | Sep 6, 2025
ଗଞ୍ଜାମ ଜିଲ୍ଲା ପୋଲସରା ନିର୍ବାଚନ ମଣ୍ଡଳୀର ପୋଲସରା ଓ ବୁଗୁଡ଼ା ସହରରେ କଂଗ୍ରେସ ଦଳ ପକ୍ଷରୁ ସଂଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ...