ସୋନପୁର: ଇଛାପୁରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଇଛାପୁରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅନ୍ତର୍ଗତ ଇଚ୍ଛାପୁର କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୨୨ ( ଏକ ଶହ ବାଇସ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟ