ଛତ୍ରପୁର: ପୁରୁଣା ବ୍ରହ୍ମପୁର ହାଇସ୍କୁଲ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ, ଯୋଗଦେଲେ ବ୍ରହ୍ମପୁର ବିଧାୟକ ଓ ସାଂସଦ
ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଜୀଙ୍କ ୭୫ତମ ଜନ୍ମଦିନ ଉପଲକ୍ଷେ, ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ହାଇସ୍କୁଲ ପରିସରରେ ମା' ପାଇଁ ଗଛଟିଏ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବୁଧବାର ଅପରାହ୍ନରେ ବ୍ରହ୍ମପୁର ବିଧାୟକ କେ ଅନୀଲ କୁମାରଙ୍କ ନେତୃତ୍ବରେ ଆୟୋଜିତ ହୋଇଥିଲା ଉକ୍ତ କାର୍ଯ୍ୟକ୍ରମ।