Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
Accident
Congress
Modi
Delhi
Viral
Up
Rajasthan
Bollywood
Breakingnews
Narendramodi
Madhya_pradesh
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh
Haryana

ଝାରପୋଖରିଆ: ସୁଲେଇପାଟ ଠାରେ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ

ମଙ୍ଗଳବାର ଦିନ ପ୍ରାୟ ୧୨ ଟାରେ ମୟୂରଭଞ୍ଜ ଜିଲ୍ଳା କୁସମି ବ୍ଲକ ସୁଲେଇପାଟ ଠାରେ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ ମୟୂରଭଞ୍ଜ ସାଂସଦ ନବ ଚରଣ ମାଝି, ସାରସକଣା ବିଧାୟକ ଭାଦବ ହାଁସଦା ପ୍ରମୁଖ ଯୋଗ ଦେଇଥିଲେ।