Public App Logo
Jansamasya
News
Maharashtra
Bjp
National
Police
Bihar
India
Coronavirus
कांग्रेस
मौत
Congress
Modi
Delhi
Viral
Rajasthan
मध्यप्रदेश
Bollywood
Breakingnews
Madhya_pradesh
Pmmodi
Rahulgandhi
Uttarpradesh
Haryana
Uttarakhand
Crimenews
Karnataka
Education
Rss
Firozabad

#ଜୟପୁର_ସଦର_ଥାନା_ଅନ୍ତର୍ଗତ_ସିନ୍ଧିଗାଁ_ହତ୍ୟା ଜୟପୁର ସଦର ଥାନା ଅନ୍ତର୍ଗତ ଆମ୍ବାଗୁଡା ନିକଟ ସିନ୍ଧି ଗାଁ ରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ଜଣେ ଯୁବକର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ ତାଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ଜୟପୂର ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Malkangiri, Malkangiri | Jul 16, 2026