ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜେନାପୁର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ଵର୍ଗତ କୃଷ୍ଣଚନ୍ଦ୍ର ପଟ୍ଟନାୟକଙ୍କର ବିୟୋଗ ହୋଇଛି । ଏହି ଦୁଃଖଦ ଖବର ଶୁଣି ଧର୍ମଶାଳା ବିଜେପି ବିଧାୟିକା ପାର୍ଥିନି ସ୍ମୃତିରେଖା ପହି ତାଙ୍କ ବାସଭବନରେ ପହଞ୍ଚି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିବା ରବିବାର ରାତି 10 ଘଟିକା ସମୟରେ ଦେଖିବାକୁ ମିଳିଛି ।