ରାୟଗଡା: ରାୟଗଡ଼ା: ସହିଦ ଯବାନ ଭି. ତେଜାଙ୍କ ସ୍ମୃତିଚାରଣ ସଭା ଅନୁଷ୍ଠିତ
ରାୟଗଡ଼ାରେ ସହିଦ ବୀର ଯବାନ ଭି. ତେଜାଙ୍କ ଉଦ୍ଦେଶ୍ୟରେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାୟକ କାଡ୍ରାକା ଆପଲସ୍ବାମୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।