Public App Logo
Jansamasya
National
Responsiblerailyatri
Railinfra4andhrapradesh
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Pmmsy
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek

କୋଟପାଡ: କୁରୁଲୁଗାଡ଼ ଛକରେ ପରିବା ବୋଝେଇ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୁଲିସ, ଗଞ୍ଜେଇ ଜବତ ସହ ୩ ଗିରଫ

Kotpad, Koraput | Oct 11, 2025
ବୈପାରୀଗୁଡା ବ୍ଲକ ଅନ୍ତର୍ଗତ କୁରୁଲୁଗାଡ଼ ଛକରେ ପରିବା ବୋଝେଇ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୁଲିସ l  ୧ କୁଇଣ୍ଟାଲ ୫୮ କିଲୋ ଗଞ୍ଜେଇ ସହ ଗାଡି ଜବତ କରିଥିବା ବେଳେ ତିନି  ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି l ଗିରଫ ତିନି ଜଣଙ୍କ ମଧ୍ୟରୁ ଜଣେ ନବରଙ୍ଗପୁର ଜିଲ୍ଲାର ରାଇଘର ଥାନା ଅଞ୍ଚଳର ରାଜୁ ମଣ୍ଡଳ, ଏବଂ ଦୁଇଜଣ ଉତ୍ତରପ୍ରଦେଶର କ୍ରିଷ୍ଣା ସିଂ ଓ ହ୍ରିତିକ୍ ଚହ୍ବାନ ବୋଲି ଜଣାପଡ଼ିଛି।

MORE NEWS