ରବିବାର ସଂଧ୍ୟା ପ୍ରାୟ ୭.୩୦ ଟାରେ ବାରିପଦା ସହରର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ର ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ବାରିପଦା ଉପ ଜିଲ୍ଲାପାଳ ଡ଼ ଦୟାସିନ୍ଧୁ ପରିଡ଼ା ଯୋଗ ଦେଇଥିବା ବେଳେ ବରିଷ୍ଠ ସାମ୍ୱାଦିକ କଲ୍ୟାଣ ସିନ୍ନା ଓ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ମଞ୍ଚାସିନ ହୋଇଥିଲେ।