ରାୟଗଡା: ରାମନାଗୁଡାରେ ଅନୁଷ୍ଠିତ ହେଲା ବ୍ଲକ ସ୍ତରୀୟ ଜନ ଶୁଣାଣୀ ଶିବିର
ରାୟଗଡ଼ା ଜିଲ୍ଲାର ରାମନାଗୁଡା ବ୍ଲକରେ ଆୟୋଜିତ ହେଲା ଜନ ଶୁଣାଣୀ ଶିବିର। ଜିଲ୍ଲା ପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ଲୋକଙ୍କ ଅଭିଯୋଗ ଶୁଣାଯାଇଛି।