ବେତନଟୀ ଥାନା ଅଧୀନ କୃଷ୍ଣଚନ୍ଦ୍ରପୁର ହାୟାର ସେକେଣ୍ଡାରୀ ସ୍କୁଲରେ ବୁଧବାର ଆୟୋଜିତ ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ଉପଜିଲ୍ଲାପାଳ ଡ. ଦୟାସିନ୍ଧୁ ପରିଡା, ମୁଖ୍ୟଵକ୍ତା ଭାବେ ଜିଲ୍ଲାଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ସ୍ୱତନ୍ତ୍ରଅତିଥି ଭାବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଉତ୍ତର ଓଡିଶାର ଡେପୁଟି ସେକ୍ରେଟାରୀ ରାଜେଶ ପ୍ରଧାନ ଏବଂ ଶିକ୍ଷାନୁଷ୍ଠାନର ପ୍ରତିଷ୍ଠାତା ସଦସ୍ୟ ପ୍ରମୁଖ ମଞ୍ଚାସୀନ ଥିଲେ l