ଢେଙ୍କାନାଳ ଯାଉଁଳି ପୋଖରୀ ମଠ ପ୍ରାଙ୍ଗଣରେ ଢେଙ୍କାନାଳ ପୌରାଞ୍ଚଳର ବିଭିନ୍ନ ଓ୍ବାର୍ଡର କାର୍ଯ୍ୟକର୍ତ୍ତା ମାନଙ୍କୁ ନେଇ ନଗର ସଭାପତି ଦେବାଶିଷ ନନ୍ଦଙ୍କ ସଭାପତିତ୍ବରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଦଳର ରାଜ୍ଯ ସଂଗଠନ ସମ୍ପାଦକ ଭରତ କୁମାର ଦାସ, ଢେଙ୍କାନାଳ ସାଂସଦୀୟ କ୍ଷେତ୍ର ସଭାପତି ପଙ୍କଜ ନାୟକ, ରାଜ୍ଯ କାର୍ଯ୍ୟକାରିଣୀ ସଦସ୍ୟ ଜିତେନ୍ଦ୍ର ବେହେରା,ଜିଲ୍ଲା ସମ୍ପାଦକ ଅନୀଲ ସାମଲ ପ୍ରମୁଖ ଯୋଗ ଦେଇ ଦଳର ନୀତି ଆଦର୍ଶ, ଦଳର ବିଭିନ୍ନ ରାଜ୍ୟରେ ସାଂଗଠନିକ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିବା ସହିତ ପୌରାଞ୍ଚଳରେ ଆଗାମୀ ନିର୍ବାଚନ ପୂର୍ବରୁ ସଂଗଠନ